The Ultimate Managed Hosting Platform
ADVERTISEMENT

୨୮ରେ +୨ ରେଜଲ୍ଟ ତାରିଖ ଘୋଷଣା

Facebook
Twitter
LinkedIn

ଭୁବନେଶ୍ୱର : ମେ ୨୮ରେ ଘୋଷଣା ହେବ +୨ ପରୀକ୍ଷା ଫଳ ତାରିଖ । ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ । ପରେ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ ପ୍ରକାଶିତ ହେବ । ମେ ୩୦ କିମ୍ବା ୩୧ରେ ପ୍ରକାଶ ପାଇପାରେ ବିଜ୍ଞାନ ଓ ବାଣିଜ୍ୟ ଫଳ । ଜୁନ ୮ ସୁଦ୍ଧା ପ୍ରକାଶ ପାଇପାରେ କଳା ଓ ଧନ୍ଦାମୂଳକ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login