The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

୩ ଘଣ୍ଟା ପାଇଁ ବର୍ଷା ଆଲର୍ଟ

Facebook
Twitter
LinkedIn

ଭୁବନେଶ୍ୱର : ଆଗାମୀ ୩ ଘଣ୍ଟା ପାଇଁ ୧୧ ଜିଲ୍ଲାରେ ବର୍ଷା ନେଇ ସତର୍କତା । ପୁରୀ , ଖୋର୍ଦ୍ଧା (ଭୁବନେଶ୍ୱର ) , ଜଗତସିଂହପୁର , କେନ୍ଦ୍ରପଡା , ଭଦ୍ରକ , ରାୟଗଡା , ଗଜପତି, ଗଞ୍ଜାମ , ନବରଙ୍ଗପୁର , କଳାହାଣ୍ଡିକୁ ୱାର୍ଣ୍ଣିଂ ।

ଅନ୍ୟପଟେ ପୁରୁଣା ଭୁବନେଶ୍ୱର , ଏୟାରପୋର୍ଟ, ଖଣ୍ଡଗିରି ଅଞ୍ଚଳରେ ବର୍ଷା । ମୈାସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ସୂଚନା । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

କେନ୍ଦ୍ର ସରକାରଙ୍କ ପାଖରେ ନାହିଁ ଭୁବନେଶ୍ୱର ମେଟ୍ରାେ ପ୍ରକଳ୍ପ ପ୍ରସ୍ତାବ

କେନ୍ଦ୍ର ସରକାରଙ୍କ ପାଖରେ ନାହିଁ ଭୁବନେଶ୍ୱର ମେଟ୍ରାେ ପ୍ରକଳ୍ପ ପ୍ରସ୍ତାବ

ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ପାଖରେ ନାହିଁ ଭୁବନେଶ୍ୱର ମେଟ୍ରାେ ପ୍ରକଳ୍ପ ପ୍ରସ୍ତାବ । ସଂସଦରେ ମନ୍ତ୍ରୀ ରଖିଥିବା ତଥ୍ୟରେ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ନାଁ ନାହିଁ...

ADVERTISEMENT