The Ultimate Managed Hosting Platform
ADVERTISEMENT

୩ ଦିନ ପାଗ ଶୁଖିଲା

Facebook
Twitter
LinkedIn

ଭୁବନେଶ୍ୱର : ୨୦ରୁ ୨୨ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବା ସମ୍ଭାବନା । ୩ ଦିନ ପାଗ ଶୁଖିଲା ରହିବା ପୂର୍ବାନୁମାନ କଲା ପାଣିପାଗ ବିଭାଗ । ଆଜି ଓ କାଲି ପଶ୍ଚିମାଝଡ ପ୍ରଭାବରେ ହାଲୁକା ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ହୋଇପାରେ । ଆସନ୍ତା ୨୦ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା କ୍ରମଶଃ ଆନ୍ଧ୍ର-ତାମିଲନାଡୁ ଉପକୂଳ ଆଡକୁ ଗତି କରିବ । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ୩ ଦିନ ଯାଏ ରାଜ୍ୟର କିଛି ସ୍ଥାନରେ ସ୍ବଳ୍ପ ବୃଷ୍ଟିର ସମ୍ଭାବନା ରହିଛି । ତେବେ ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଖବର ଗୁଜବ, ମୁଁ ସୁସ୍ଥ : ଜୁଏଲ ଓରାମ

ଆଉ ନିର୍ବାଚନ ଲଢିବିନି , ଏଥର ଯୁବପିଢୀଙ୍କୁ ସୁଯୋଗ ଦେବି : ଜୁଏଲ

ଭୁବନେଶ୍ୱର : ଆଉ ନିର୍ବାଚନ ଲଢିବିନି କହିଲେ ସୁନ୍ଦରଗଡ ସାଂସଦ ଜୁଏଲ ଓରାମ । ସମ୍ବଲପୁରରେ ଅନୁଷ୍ଠିତ ରୋଜଗାର ମେଳାରେ ଜୁଏଲଙ୍କ ବୟାନ । ଗତ ନିର୍ବାଚନ...

ADVERTISEMENT

Login