The Ultimate Managed Hosting Platform
ADVERTISEMENT

୩ ବର୍ଷରେ ୨୩୩ ଦାଦନଙ୍କ ଯାଇଛି ଜୀବନ, ସର୍ବାଧିକ ଗଂଜାମରେ

Facebook
Twitter
LinkedIn

ଭୁବନେଶ୍ୱର : ବାହାର ରାଜ୍ୟକୁ ଯାଇ ୩ ବର୍ଷରେ ୨୩୩ ଦାଦନଙ୍କ ମୃତ୍ୟୁ । ବିଧାନସଭାରେ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆଙ୍କ ଲିଖିତ ଉତ୍ତର । ଗଂଜାମରୁ ସର୍ବାଧିକ ୪୩ ଜଣ ଦାଦନଙ୍କ ମୃତ୍ୟୁ ହୋଇଥିବା ବେଳେ ବଲାଙ୍ଗୀରରୁ ୨୬ ଦାଦନଙ୍କ ଯାଇଛି ଜୀବନ । ୨୩୩ ଜଣଙ୍କ ମଧ୍ୟରୁ ୧୯୯ ଜଣଙ୍କ ମୃତଦେହ ଓଡିଶା ଫେରିଛି । ଶ୍ରମମନ୍ତ୍ରୀ ଗଣେଶ ରାମ ଖୁଣ୍ଟିଆ ଏ ନେଇ ବିଧାନସଭାରେ ଉତ୍ତର ରଖିଛନ୍ତି । ଓଡିଶାରେ ଲାଗି ରହିଥବା ଦାଦନ ସମସ୍ୟାର ସମାଧାନ ନିମନ୍ତେ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । ମାନ୍ୟବର ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ, କୃଷି ଏବଂ କୃଷକ ସଶକ୍ତିକରଣ, ଶକ୍ତିଙ୍କ ଅଧ୍ୟକ୍ଷତାରେ ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ, ମହିଳା ଏବଂ ଶିଶୁ ବିକାଶ, ମିଶନ ଶକ୍ତି, ପର୍ୟ୍ୟଟନ, ମାନ୍ୟବର ମନ୍ତ୍ରୀ ଏବଂ ସମ୍ପୃକ୍ତ ବିଭାଗର ସଚିବମାନଙ୍କୁ ନେଇ ଅକ୍ଟୋବର-୨୦୨୪ ରେ ଏକ ଟାସ୍କଫୋର୍ସ ଗଠନ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login