ପୁରୀ : ଶ୍ରୀମନ୍ଦିରରେ ୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ । ଖସାପଡା ଲାଗି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ । ଏହା ଏକ ଗୁପ୍ତ ନୀତି। ଏଣୁ ସୋମବାର ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁଙ୍କ ଅବଗତି ନିମନ୍ତେ ଏହି ସୂଚନା ଦିଆଯାଇଛି ।
Views: 94