The Ultimate Managed Hosting Platform
ADVERTISEMENT

୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

Facebook
Twitter
LinkedIn

ପୁରୀ: ଆଜି ୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ । ବନକଲାଗି ନୀତି ପାଇଁ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶମ ବନ୍ଦ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଆରମ୍ଭ ହେବ ନୀତି । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ପ୍ରାୟ ୬ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ଚାରି ଘଣ୍ଟା ଦର୍ଶନ ବନ୍ଦ ରହିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login