The Ultimate Managed Hosting Platform
ADVERTISEMENT

୪ ମହାକାଶଚାରୀଙ୍କ ନାଁ ଘୋଷଣା

Facebook
Twitter
LinkedIn

ନୂଆଦିଲ୍ଲୀ : ଗଗନଯାନ ମିଶନରେ ମହାକାଶ ଯିବାକୁ ଥିବା ୪ ଜଣଙ୍କ ନାଁ ଘୋଷଣା । ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ୪ ଜଣଙ୍କ ନାଁ ଘୋଷଣା କଲା ଇସ୍ରୋ । ଭାରତୀୟ ବାୟୁସେନାର ୪ ପାଇଲଟ ଯିବେ । ଗ୍ରୁପ କ୍ୟାପଟେନ ପ୍ରଶାନ୍ତ ବାଲକୃଷ୍ଣ ନାୟାର, ଗ୍ରୁପ କ୍ୟାପଟେନ ଅଜିତ କ୍ରିଷ୍ଣନ, ଗ୍ରୁପ କ୍ୟାପଟେନ ଅଙ୍ଗଦ ପ୍ରତାୁ ଏବଂ ୱିଙ୍ଗ କମାଣ୍ଡର ଶୁଭ୍ରାଂଶୁ ଶୁକ୍ଲା । ୪ ୪ ମହାକାଶ ଚାରୀଙ୍କୁ ୱିଙ୍ଗ ଲଗାଇ ସମ୍ମାନିତ କଲେ ପ୍ରଧାନମନ୍ତ୍ରୀ । ଏହି ୪ ଜଣ ଟେଷ୍ଟ ପାଇଲଟ୍ ଦେଶର ବାୟୁସେନାର ସବୁ ପ୍ରକାର ଫାଇଟର ଜେଟ୍ ଉଡାଇ ସାରିଛନ୍ତି । ସବୁପ୍ରକାର ଫାଇଟର ଜେଟ୍ ବିଷୟରେ ଏହି ୪ଜଣ ପାଇଲଟଙ୍କର ସବିଶେଷ ଜ୍ଞାନ ରହିଛି । ଗଗନଯାନ ପାଇଁ ଏମାନେ ଋଷ ଯାଇ ପ୍ରଶିକ୍ଷଣ ନେଇଛନ୍ତି । ଏବେ ବେଙ୍ଗାଲୁରୁ ଏଷ୍ଟ୍ରୋନଟ୍ ଟ୍ରେନିଙ୍ଗ ଫ୍ୟାସିଲିଟିରେ ଏମାନଙ୍କ ଶେଷ ଟ୍ରେନିଂ ଚାଲିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login