ନୂଆଦିଲ୍ଲୀ : ରେପୋ ରେଟରେ ପରିବର୍ତ୍ତନ ଆଣିଲା ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ । ମୁଦ୍ରାନୀତି ବିବୃତ୍ତି ଉପରେ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରାଙ୍କ ସୂଚନା । ୫ ବର୍ଷ ପରେ ରେପୋ ରେଟରେ ପରିବର୍ତ୍ତନ ଆଣିଲା ଆରବିଆଇ । ରେପୋ ରେଟ ବେସିସ ପଏଣ୍ଟ ୦.୨୫ ପ୍ରତିଶତକୁ ହ୍ରାସ । ରେପୋ ରେଟ ୬ ଦଶମିକ ୫୦ରୁ ୬ ଦଶମିକ ୨୫ ପ୍ରତିଶତକୁ ହ୍ରାସ କରାଯାଇଛି । ରେପୋ ରେଟରେ ଏହି ହ୍ରାସ ୫ ବର୍ଷ ପରେ କରାଯାଇଛି । ପୂର୍ବରୁ ଭାରତୀୟ ରିଜର୍ଭ ବ୍ୟାଙ୍କ ୨୦୨୦ ମସିହାରେ ରେପୋ ରେଟ ହ୍ରାସ କରିଥିଲା । କିନ୍ତୁ ଏହା ପରେ ଏହାକୁ ଧୀରେ ଧୀରେ ୬ ଦଶମକ ୫ ପ୍ରତିଶତକୁ ବୃଦ୍ଧି କରାଯାଇଥିଲା। ଶେଷ ଥର ପାଇଁ ଫେବୃଆରୀ ୨୦୨୩ରେ ରେପୋ ରେଟ୍ ବୃଦ୍ଧି କରାଯାଇଥିଲା । ରେପୋ ରେଟ୍ ହ୍ରାସ ପରେ ଋଣର EMI ହ୍ରାସ ପାଇବ। ବିଶ୍ୱ ଅର୍ଥନୀତି ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା କହିଛନ୍ତି ଆରବିଆର ଗଭର୍ଣ୍ଣର । ବିଶ୍ୱ ସ୍ତରରେ ମୁଦ୍ରାସ୍ଫୀତି ମଧ୍ୟ ବୃଦ୍ଧି ପାଉଛି। ଫେଡେରାଲ ରିଜର୍ଭ ବ୍ୟାଙ୍କ ଅନେକ ଥର ରେପୋ ରେଟ୍ ହ୍ରାସ କରିଛି । ସମଗ୍ର ବିଶ୍ୱର ଅର୍ଥନୀତି ପ୍ରଭାବିତ ହେଉଛି।
୫ ବର୍ଷ ପରେ ଖସିଲା ରେପୋ ରେଟ୍

Facebook
Twitter
LinkedIn
Facebook
Twitter
LinkedIn
Recent News
ଉପର ପଡିଆରେ ବାଲିଯାତ୍ରା ଆୟୋଜନ ପ୍ରସ୍ତୁତି
କଟକ : ଉପର ପଡିଆରେ ବାଲିଯାତ୍ରା ଆୟୋଜନ ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ହାଇକୋର୍ଟ ରାୟ ପରେ ସ୍ପଷ୍ଟ କଲେ କଟକ ଅତିରିକ୍ତ ଜିଲ୍ଲାପାଳ ।...
ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ
କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...
ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଲୁଟ
ଭଦ୍ରକ : ଡିକି ଭାଙ୍ଗି ନେଇଗଲେ ୪ ଲକ୍ଷ । ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଟଙ୍କା ଲୁଟ ହୋଇଥିବା ନେଇ ଅଭିଯୋଗ...
CBI ଜାଲରେ RPF ହାବିଲଦାର
ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...