The Ultimate Managed Hosting Platform
ADVERTISEMENT

୮ ବର୍ଷର ଶିଶୁ କନ୍ୟାକୁ ପାଦରେ ଦଳିଦେଲା ଦନ୍ତା

Facebook
Twitter
LinkedIn

ହିନେ୍ଦାଳ : ଶିଶୁ କନ୍ୟାକୁ ପାଦରେ ଦଳି ଦେଲା ଦନ୍ତା । ଘରେ ପଶି ୮ ବର୍ଷର ଶିଶୁ କନ୍ୟାକୁ ଦନ୍ତା ହାତୀ ଦଳି ଦେବାରୁ ତା’ର ମୃତ୍ୟୁ ଘଟିଛି । ମୋଟଙ୍ଗ ଥାନା ହାଣ୍ଡିଫୁଟା ଗାଁରେ ହାତୀର ଉପଦ୍ରବ ଦେଖାଯାଇଛି । ହାତୀ ଆକ୍ରମଣରୁ ପରିବାରର ଅନ୍ୟ ୨ ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଶିଶୁ କନ୍ୟା ମୃତ୍ୟୁ ପରେ ହିନ୍ଦୋଳ ଗୁଡିଆକାଟେଣୀ ମୁଖ୍ୟରାସ୍ତାକୁ ଅଞ୍ଚଳବାସୀ ଅବରୋଧ କରିଛନ୍ତି । ଖବର ପାଇ ବନବିଭାଗ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ପୋଲିସ ଓ ବନବିଭାଗ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login