The Ultimate Managed Hosting Platform
ADVERTISEMENT

୯୮୭୭ ଶିଶୁ ପୁଷ୍ଟିହୀନତାର ଶିକାର

Facebook
Twitter
LinkedIn

ଭୁବନେଶ୍ୱର :ରାଜ୍ୟରେ ୯୮୭୭ ଶିଶୁ ପୁଷ୍ଟିହୀନତାର ଶିକାର । ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଉତ୍ତର । ପ୍ରତି ଜିଲ୍ଲାରେ ପୁଷ୍ଟିହୀନତାର ଶିକାର ଶିଶୁ ଅଛନ୍ତି । ମୟୂରଭଞ୍ଜ ଜିଲ୍ଲାରେ ସର୍ବାଧିକ ୧୦୭୫ ଶିଶୁ ପୁଷ୍ଟିହୀନତାର ଶିକାର । ୬ ମାସରୁ ୫ ବର୍ଷ ଭିତରେ ୩୦ ଜିଲ୍ଲାରେ ୯୮୭୭ ଶିଶୁ ପୁଷ୍ଟିହୀନତାର ଶିକାର ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login